ଓଡ଼ିଶା

ଓଡ଼ିଶା ପ୍ରଶାସନିକ ସେବା (ଓଏଏସ) ଅଧିକାରୀ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି

ଓଡ଼ିଶା ପ୍ରଶାସନିକ ସେବା (ଓଏଏସ) ଅଧିକାରୀ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି । ନିକଟରେ କିଛି ଅଧିକାରୀଙ୍କୁ ନୂଆ ସ୍ଥାନରେ ନିଯୁକ୍ତି ଦିଆଯାଇଥିବା ବେଳେ ଏହା ମଧ୍ୟରେ ପୁଣି ଥରେ କିଛି ଅଧିକାରୀଙ୍କୁ ଟ୍ରାନ୍ସଫର କରାଯାଇଛି ।

ମୋଟ ୩୫ ଜଣ ଅଧିକାରୀଙ୍କୁ ନୂଆ ସ୍ଥାନକୁ ବଦଳି କରାଯାଇଛି । ଏନେଇ ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com