ଓଡ଼ିଶା

କୃଷକଙ୍କ ସଶକ୍ତିକରଣକୁ ଗୁରୁତ୍ବ ଦେଇଛନ୍ତି ରାଜ୍ଯ ସରକାର

କୃଷକଙ୍କ ସଶକ୍ତିକରଣକୁ ଗୁରୁତ୍ବ ଦେଇଛନ୍ତି ରାଜ୍ଯ ସରକାର । ଜୟ କିଷାନର ମାହାତ୍ମ୍ୟକୁ ପାଳନ କରିଛନ୍ତି ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ।

ଓଡ଼ିଶାରେ ଚାଷ ଓ ଚାଷୀଙ୍କ ବିକାଶକୁ ନେଇ ରାଜ୍ଯ ସରକାର କରିଥିବା ଉଲ୍ଲେଖନୀୟ ଯୋଜନାର ଓ କୃଷକଙ୍କ ଜୀବନରେ ଆସିଥିବା ପରିବର୍ତ୍ତନ ସମ୍ପର୍କରେ ପ୍ରେସମିଟରେ ସୂଚନା ଦେଇଛି ବିଜେଡି । ବିଜେଡି ସାସଂଦ ସସ୍ମିତ ପାତ୍ର ଓ ରାଷ୍ଟ୍ରୀୟ ମୁଖପାତ୍ର ସଂତୃପ୍ତ ମିଶ୍ର କହିଛନ୍ତି, ଓଡ଼ିଶାରେ ୬୧ ଲକ୍ଷ ଜମିରେ କୃଷି କାର୍ଯ୍ୟ କରାଯାଉଛି ।

Related Articles

Back to top button
WP Twitter Auto Publish Powered By : XYZScripts.com