Uncategorized

ରାଜ୍ୟ କ୍ୟାବିନେଟର ବଡ଼ ନିଷ୍ପତି

ରାଜ୍ୟ କ୍ୟାବିନେଟର ବଡ଼ ନିଷ୍ପତି । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଶେଷ । ୮ଟି ପ୍ରସ୍ତାବ ଉପରେ କ୍ୟାବିନେଟର ମୋହର । ୫୦୪ ଅଙ୍ଗନୱାଡ଼ି ସୁପରଭାଇଜର ନିୟମିତ ହେଲେ ।

ଗାଁ ଓ ଆଦିବାସୀ ଅଞ୍ଚଳର ଶିକ୍ଷିତ ମହିଳାମାନେ କାମ କରିବେ । ସେହିପରି ସ୍ୱାସ୍ଥ୍ୟ ବିଭାଗର ୬ଟି ପ୍ରସ୍ତାବ ଉପରେ ମଞ୍ଜୁରୀ । ୬ପାରା ମେଡିକାଲ କ୍ୟାଡର ରୁଲର ପରିବର୍ତ୍ତନ । ନର୍ସଂ ଅଫିସର, ଲାବ ଟେକ୍ନିସିଆନଙ୍କ ପଦୋନ୍ନତି ।

Related Articles

Back to top button
WP Twitter Auto Publish Powered By : XYZScripts.com