ଶିକ୍ଷା

ବିଶ୍ୱବିଦ୍ୟାଳୟ ଓ କଲେଜ କ୍ୟାମ୍ପସର ଗୁରୁତ୍ବପୂର୍ଣ୍ଣ ସ୍ଥାନରେ ସୂଚନା ବ୍ୟାନର ଲଗାଇବେ

ବିଶ୍ୱବିଦ୍ୟାଳୟ ଓ କଲେଜ କ୍ୟାମ୍ପସର ଗୁରୁତ୍ବପୂର୍ଣ୍ଣ ସ୍ଥାନରେ ସୂଚନା ବ୍ୟାନର ଲଗାଇବେ। ଏହା ସହ ଛାତ୍ର ଅଭିଯୋଗ ନିୟମାବଳୀ- ୨୧୨୩ ବିଷୟରେ ୱେବସାଇଟ୍ ଓ ବୁଲେଟିନରେ ବିବରଣୀ ପ୍ରକାଶ କରିବାକୁ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ -ୟୁଜିସିଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

ଗତ ଫେବୃଆରୀ ୫ ତାରିଖରେ ବିଶ୍ୱବିଦ୍ୟାଳୟ କୁଳପତି ଓ ଓମ୍ବୁଡସମାନଙ୍କ ସହ ୟୁଜିସି ଅଧ୍ୟକ୍ଷ ମମିଦାଲା ଜଗଦେଶ କୁମାର ବୈଠକ କରି ଏହି ନିୟମର କାର୍ଯ୍ୟକାରିତା ଉପରେ ଆଲୋକପାତ କରିଥିଲେ।

Related Articles

Back to top button
WP Twitter Auto Publish Powered By : XYZScripts.com