ଓଡ଼ିଶା

ଶିବୁଙ୍କ ବ୍ରେନ୍ ଡେଡ୍ ପରେ ତାଙ୍କର ଦୁଇଟି ଯାକ କିଡନୀ ଦାନ କରିଛନ୍ତି ପରିବାର

ନିଜେ ଦୁନିଆ ଛାଡ଼ିଗଲେ, କିନ୍ତୁ ଅନ୍ୟ ଦୁଇ ଜଣଙ୍କ ଜୀବନ ବଞ୍ଚାଇଦେଲେ । କେନ୍ଦ୍ରାପଡ଼ା ଡିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ନୟାକୋଟ ଗାଁର ଯୁକ୍ତଦୁଇ ଛାତ୍ର ଶ୍ରୀଓମ୍ ଶିବୁଙ୍କ ବ୍ରେନ୍ ଡେଡ୍ ପରେ ତାଙ୍କର ଦୁଇଟି ଯାକ କିଡନୀ ଦାନ କରିଛନ୍ତି ପରିବାର।

ବ୍ରେନ୍ ଟ୍ୟୁମରରେ ପୀଡ଼ିତ ହୋଇ ଦେଢ଼ ମାସ ଧରି କଟକ ଏସସିବିରେ ମେଡିକାଲରେ ସେ ଚିକିତ୍ସାଧୀନ ଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ଶ୍ରୀଓମ ଶିବୁଙ୍କର ବ୍ରେନ୍ ଡେଡ୍ ହୋଇ ଯାଇଥିଲା।

Related Articles

Back to top button