ଓଡ଼ିଶା

ଆସନ୍ତା ୨୪ ଘଣ୍ଟା ବଳବତ୍ତର ରହିବ ହିଟୱେଭ

ତାତିରୁ ମିଳିବ ତ୍ରାହି। ଆସନ୍ତା ୨୪ ଘଣ୍ଟା ବଳବତ୍ତର ରହିବ ହିଟୱେଭ। ଏହାପରେ ରାଜ୍ୟବାସୀଙ୍କୁ ତାତିରୁ ନିସ୍ତାର ମିଳିବ। କାଳବୈଶାଖୀ ବର୍ଷା ଆଣିବ ଆଶ୍ୱସ୍ତି। ଫଳରେ ଦିନର ତାପମାତ୍ରା ୨ ରୁ ୪ ଡିଗ୍ରୀ ହ୍ରାସ ପାଇବ।

ଏହି ସମୟରେ ବିଶେଷ ଗରମ ଅନୁଭୂତ ହେବ ନାହିଁ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି। ଆସନ୍ତାକାଲି କିଛି ଜିଲ୍ଲାରେ କୁଆପଥର ବର୍ଷା ନେଇ ଆରେଞ୍ଜ୍ ଆଲର୍ଟ ଜାରି କରାଯାଇଛି।

Related Articles

Back to top button