ଓଡ଼ିଶା
ଚଳିତବର୍ଷ ଫେବ୍ରୁଆରୀ ମାସରେ ଓଡ଼ିଶାରେ ମୋଟ ଜିଏସଟି ବାବଦ ୫୧୩୫.୮୯ କୋଟି ଟଙ୍କା ଆଦାୟ ହୋଇଛି
ଚଳିତବର୍ଷ ଫେବ୍ରୁଆରୀ ମାସରେ ଓଡ଼ିଶାରେ ମୋଟ ଜିଏସଟି ବାବଦ ୫୧୩୫.୮୯ କୋଟି ଟଙ୍କା ଆଦାୟ ହୋଇଛି , ଯାହା କି ଏଯାବତ ସର୍ବାଧିକ ମୋଟ ଜିଏସଟି ସଂଗ୍ରହ ହୋଇଛି ।
୨୦୨୩ ମସିହା ଫେବ୍ରୁଆରୀ ମାସରେ ଏହି ସଂଗ୍ରହ ପରିମାଣ ଥିଲା ୪୫୧୯.୩୫ କୋଟି ଟଙ୍କା । ତେଣୁ ଏ କ୍ଷେତ୍ରରେ ୧୩.୬୪ ପ୍ରତିଶତ ଅଭିବୃଦ୍ଧି ହାସଲ ହୋଇ ପାରିଛି ।