ଓଡ଼ିଶା

ଚଳିତବର୍ଷ ଫେବ୍ରୁଆରୀ ମାସରେ ଓଡ଼ିଶାରେ ମୋଟ ଜିଏସଟି ବାବଦ ୫୧୩୫.୮୯ କୋଟି ଟଙ୍କା ଆଦାୟ ହୋଇଛି

ଚଳିତବର୍ଷ ଫେବ୍ରୁଆରୀ ମାସରେ ଓଡ଼ିଶାରେ ମୋଟ ଜିଏସଟି ବାବଦ ୫୧୩୫.୮୯ କୋଟି ଟଙ୍କା ଆଦାୟ ହୋଇଛି , ଯାହା କି ଏଯାବତ ସର୍ବାଧ‌ିକ ମୋଟ ଜିଏସଟି ସଂଗ୍ରହ ହୋଇଛି ।

୨୦୨୩ ମସିହା ଫେବ୍ରୁଆରୀ ମାସରେ ଏହି ସଂଗ୍ରହ ପରିମାଣ ଥିଲା ୪୫୧୯.୩୫ କୋଟି ଟଙ୍କା । ତେଣୁ ଏ କ୍ଷେତ୍ରରେ ୧୩.୬୪ ପ୍ରତିଶତ ଅଭିବୃଦ୍ଧି ହାସଲ ହୋଇ ପାରିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com