ଜାତୀୟ

ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଝିଅ ଇଭାଙ୍କା ଟ୍ରମ୍ପ ଗୁଜୁରାଟର ଜାମନଗରରେ ପହଞ୍ଚିଛନ୍ତି

ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଝିଅ ଇଭାଙ୍କା ଟ୍ରମ୍ପ ଗୁଜୁରାଟର ଜାମନଗରରେ ପହଞ୍ଚିଛନ୍ତି। ଉଦ୍ଦ୍ୟୋଗପତି ମୁକେଶ ଅମ୍ବାନୀଙ୍କ ପୁଅ ଅନନ୍ତ ଅମ୍ବାନୀ ଏବଂ ରାଧିକା ମର୍ଚ୍ଚାଣ୍ଟଙ୍କ ତିନି ଦିନିଆ ବିବାହ ସମାରୋହ ଶୁକ୍ରବାର ଠାରୁ ଜାମନଗରରେ ଆରମ୍ଭ ହୋଇଛି।

ଏହି କାର୍ଯ୍ୟକ୍ରମରେ ଭାଗ ନେବାକୁ ସାରା ବିଶ୍ୱରୁ ବହୁ ବିଦେଶି ଅତିଥିମାନେ ଆସୁଛନ୍ତି। ବର୍ତ୍ତମାନ ଜାମନଗର ବିମାନବନ୍ଦର ସବୁଠୁ ବ୍ୟସ୍ତବହୁଳ ବିମାନବନ୍ଦର ପାଲଟିଛି।

Related Articles

Back to top button
WP Twitter Auto Publish Powered By : XYZScripts.com