କ୍ରୀଡ଼ା

ଘରୋଇ କ୍ରିକେଟ ନ ଖେଳିଲେ ଖେଳାଳିଙ୍କୁ ଜାତୀୟ ଦଳ ଚୟନ ପାଇଁ ଗ୍ରହଣ କରାଯିବ ନାହିଁ

ଘରୋଇ କ୍ରିକେଟ ନ ଖେଳିଲେ ଖେଳାଳିଙ୍କୁ ଜାତୀୟ ଦଳ ଚୟନ ପାଇଁ ଗ୍ରହଣ କରାଯିବ ନାହିଁ ବୋଲି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ନେଇଥିବା ନିଷ୍ପତ୍ତିକୁ ସମର୍ଥନ କରିଛନ୍ତି ପୂର୍ବତନ ବିଶ୍ୱକପ ବିଜୟୀ ଅଧିନାୟକ କପିଳ ଦେବ।

ନିକଟରେ ବିସିସିଆଇ ନିର୍ଦ୍ଦେଶ ନ ମାନି ଘରୋଇ କ୍ରିକେଟ ଖେଳି ନ ଥିଲେ ଶ୍ରେୟସ୍‌ ଆୟର ଓ ଇଶାନ କିଶନ। ଉଭୟ ଖେଳାଳିଙ୍କୁ ବିସିସିଆଇ ଏହାର ସେଣ୍ଟ୍ରାଲ କଣ୍ଟ୍ରାକ୍ଟରୁ ବାଦ୍‌ ଦେଇଥିଲା।

Related Articles

Back to top button
WP Twitter Auto Publish Powered By : XYZScripts.com