ଓଡ଼ିଶା

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆସନ୍ତା ୫ ତାରିଖରେ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆସନ୍ତା ୫ ତାରିଖରେ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମର ଆନୁଷଙ୍ଗିକ ପ୍ରଶାସନିକ ପ୍ରସ୍ତୁତି ଓ ସୁରକ୍ଷା ସମ୍ପର୍କିତ ତଦାରଖ ବ୍ୟବସ୍ଥା ବିଷୟରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଲୋକସେବା ଭବନରେ ରାଜ୍ୟ ପ୍ରଶାସନ ତଥା ପୋଲିସ ପ୍ରଶାସନର ବରିଷ୍ଠ ପଦାଧିକାରୀଙ୍କ ସହ ସବିଶେଷ ସମୀକ୍ଷା କରିଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com