ଅନ୍ତର୍ଜାତୀୟ

ୟୁକ୍ରେନ୍‌ରେ ଯୁଦ୍ଧ ପାଇଁ ପାଶ୍ଚାତ୍ୟ ଦେଶଗୁଡ଼ିକ ଯଦି ସେମାନଙ୍କ ସୈନ୍ୟ ପଠାନ୍ତି, ତେବେ ଆଣବିକ ଯୁଦ୍ଧର ଭୟ ରହିଛି ବୋଲି ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ କହିଛନ୍ତି

ୟୁକ୍ରେନ୍‌ରେ ଯୁଦ୍ଧ ପାଇଁ ପାଶ୍ଚାତ୍ୟ ଦେଶଗୁଡ଼ିକ ଯଦି ସେମାନଙ୍କ ସୈନ୍ୟ ପଠାନ୍ତି, ତେବେ ଆଣବିକ ଯୁଦ୍ଧର ଭୟ ରହିଛି ବୋଲି ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ କହିଛନ୍ତି।

ପାର୍ଲାମେଣ୍ଟରେ ଗୁରୁବାର ବାର୍ଷିକ ଅଭିଭାଷଣ ରଖିବା ଅବସରରେ ରୁଷିଆକୁ ଦୁର୍ବଳ କରିବା ପାଇଁ ପାଶ୍ଚାତ୍ୟ ରାଷ୍ଟ୍ରଗୁଡ଼ିକ ଲାଗିପଡ଼ିଥିବା କଥାକୁ ପୁଟିନ୍‌ ଦୋହାରାଇଥିଲେ। ରୁଷିଆର ନିଜସ୍ବ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାଇବା କେତେ ଭୟଙ୍କର ହେବ, ତାହା ସେମାନେ ବୁଝିପାରୁ ନାହାନ୍ତି ବୋଲି ୭୧ ବର୍ଷୀୟ ରାଷ୍ଟ୍ରପତି କହିଛନ୍ତି।

Related Articles

Back to top button