ଓଡ଼ିଶା
ମେ’ ମାସରୁ ରାଜ୍ଯ ସରକାର ଗଣିବେ କଲରାପତରିଆ ବାଘ
ମେ’ ମାସରୁ ରାଜ୍ଯ ସରକାର ଗଣିବେ କଲରାପତରିଆ ବାଘ । ନିଜସ୍ବ ଉଦ୍ଯମରେ ହାତୀ ଗଣନା ସହ ଏକକାଳୀନ କଲରାପତରିଆ ବାଘ ଗଣନା କରିବେ ରାଜ୍ୟ ସରକାର ।
ଏ ନେଇ ବନ୍ୟପ୍ରାଣୀ ପିସିସିଏଫ୍ ସୁଶାନ୍ତ ନନ୍ଦ ସୂଚନା ଦେଇଛନ୍ତି । ସେଥିପାଇଁ NTCA ରିପୋର୍ଟକୁ ତର୍ଜମା କରାଯାଉଛି। ତେବେ ସେଥିରେ କିଛି ତ୍ରୁଟି ଥିବା ଜଣାପଡ଼ିଛି । ତେଣୁ ଏହାକୁ ରାଜ୍ୟ ସ୍ତରରେ ସଂଶୋଧନ କରାଯିବ।