ରାଜନୀତି

ବିଜେପିରେ ଯୋଗ ଦେବେ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ

ବିଜେପିରେ ଯୋଗ ଦେବେ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ। ଆସନ୍ତା ୪ ତାରିଖରେ ସେ ବିଜେପିରେ ଯୋଗ ଦେବା ନେଇ ସୂଚନା ଦେଇଛନ୍ତି।

ଭୁବନେଶ୍ୱର ସ୍ଥିତ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସେ ଦଳରେ ଯୋଗ ଦେବେ ବୋଲି ଜଣାପଡ଼ିଛି। ଗତ କିଛି ଦିନ ଧରି ରାଜେନ୍ଦ୍ର ଦାସ ବିଜେପିରେ ସାମିଲ ହେବା ନେଇ ଚର୍ଚ୍ଚା ହେଉଥିଲା। ସେତେବେଳେ ସେ ବିଜେଡିରେ ଥିଲେ।

Related Articles

Back to top button
WP Twitter Auto Publish Powered By : XYZScripts.com