ମନୋରଞ୍ଜନ

ସ୍ବାମୀଙ୍କୁ ଇନଷ୍ଟାରେ ‘ଅନଫଲୋ’ କଲେ ସାଉଥ ସୁପରଷ୍ଟାର ନୟନତାରା

ସ୍ବାମୀଙ୍କୁ ଇନଷ୍ଟାରେ ‘ଅନଫଲୋ’ କଲେ ସାଉଥ ସୁପରଷ୍ଟାର ନୟନତାରା। ଜୋର ଧରିଲା ଛାଡ଼ପତ୍ର ଚର୍ଚ୍ଚା। ଜୁନ ୨୦୨୨ରେ ନୟନତାରା, ନିର୍ଦ୍ଦେଶକ ବିଗ୍ନେଶ ଶିବନଙ୍କୁ ବିବାହ କରିଥିଲେ।

ନିଜ ପରିବାର ଓ ବନ୍ଧୁପରିଜନଙ୍କ ଉପସ୍ଥିତିରେ ଦୁହେଁ ପରସ୍ପରଙ୍କୁ ଜୀବନସାଥୀ ରୂପେ ବାଛିଥିଲେ। ବିବାହର ଚାରି ମାସ ପରେ ଅକ୍ଟୋବର ୯‌ରେ ସରୋଗେସି ଜରିଆରେ ଯମଜ ପୁତ୍ର ସନ୍ତାନଙ୍କ ମାତାପିତା ହୋଇଥିବା ନେଇ ଟ୍ବିଟ କରି ସୂଚନା ଦେଇଥିଲେ ବିଗ୍ନେଶ।

Related Articles

Back to top button
WP Twitter Auto Publish Powered By : XYZScripts.com