Featuredଅନ୍ୟାନ୍ୟ

ଦାଉଦ୍ ଇବ୍ରାହିମ୍ ଗୁରୁତର ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତ୍ତି

ଅଣ୍ଡରୱାର୍ଲଡ ଡନ୍ ଦାଉଦ୍ ଇବ୍ରାହିମ୍ ଗୁରୁତର ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସୂଚନା ରହିଛି। କେହି ବିଷ ଦେଇ ହତ୍ୟା କରିବାକୁ ଉଦ୍ୟମ କରିଥିବା ଅନୁମାନ କରାଯାଉଛି ।

ଗୁରୁତର ଅବସ୍ଥାରେ ତାଙ୍କୁ ପାକିସ୍ତାନର କରାଚିସ୍ଥିତ ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବିଷକ୍ରିୟା ଯୋଗୁ ଦାଉଦଙ୍କର ଏପରି ଅବସ୍ଥା ହୋଇଥିବା ଆଲୋଚନା ହେଉଥିବା ବେଳେ ସେ ଏବେ ଗୁରୁତର ରୋଗରେ ପୀଡ଼ିତ ଥିବା ବି ଚର୍ଚ୍ଚା ଚାଲିଛି। କିନ୍ତୁ ଏ ନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ ।

Related Articles

Back to top button
WP Twitter Auto Publish Powered By : XYZScripts.com