ଅନ୍ତର୍ଜାତୀୟ

ସଂଯୁକ୍ତ ଆରବ ଏମିରେଟ୍ସର ଆବୁଧାବିର ହିନ୍ଦୁ ମନ୍ଦିର ସାଧାରଣ ଲୋକଙ୍କ ପାଇଁ ଖୋଲିଛି

ସଂଯୁକ୍ତ ଆରବ ଏମିରେଟ୍ସର ଆବୁଧାବିର ହିନ୍ଦୁ ମନ୍ଦିର ସାଧାରଣ ଲୋକଙ୍କ ପାଇଁ ଖୋଲିଛି। ପ୍ରଥମ ଥର ପାଇଁ ଏକ ମୁସଲମାନ ଦେଶରେ ହିନ୍ଦୁ ଭକ୍ତଙ୍କ ଭିଡ ଜମା ହୋଇଛି।

ବିଏପିଏସର ଅଫିସିଆଲ ୱେବସାଇଟ ଅନୁଯାୟୀ, ପ୍ରଥମ ଦିନରେ ୬୫,୦୦୦ରୁ ଅଧିକ ତୀର୍ଥଯାତ୍ରୀ ବିଏପିଏସ୍‌ ହିନ୍ଦୁ ମନ୍ଦିରରେ ପହଞ୍ଚିଥିଲେ।କହିବାକୁ ଗଲେ ଫେବୃଆରୀ ୧୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ମନ୍ଦିରର ଉଦଘାଟନ କରିଥିଲେ।

 

Related Articles

Back to top button
WP Twitter Auto Publish Powered By : XYZScripts.com