ଜାତୀୟ

ଲାଗୁ ହେବ ସିଏଏ

ଲାଗୁ ହେବ ସିଏଏ । ବିଜ୍ଞପ୍ତି ଜାରି କଲେ କେନ୍ଦ୍ର ସରକାର । ଅଣମୁସଲମାନ ସଂଖ୍ୟାଲଘୁ ଶରଣାର୍ଥୀଙ୍କୁ ମିଳିବ ଭାରତର ନାଗରିକତା । ୬ଟି ଧର୍ମର ଶରଣାର୍ଥୀଙ୍କୁ ନାଗରିକତା ଦିଆଯିବ ।

ହିନ୍ଦୁ, ଶିଖ, ଖ୍ରୀଷ୍ଟିଆନ, ବୌଦ୍ଧ, ପାର୍ସୀ ଓ ଜୈନ ଶରଣାର୍ଥୀ ପାଇବେ ଭାରତର ନାଗରିକତା । ଯେଉଁମାନେ ୩୧ ଡିସେମ୍ବର ୨୦୧୪ ପୂର୍ବରୁ ଭାରତରେ ରହିଆସୁଛନ୍ତି ସେମାନଙ୍କୁ ଭାରତୀୟ ନାଗରିକତା ପ୍ରଦାନ କରିବାକୁ ବ୍ୟବସ୍ଥା ରହିଛି । ଏଥିଲାଗି ଅନଲାଇନ ପୋର୍ଟାଲ ପ୍ରସ୍ତୁତ ହୋଇସାରଛି ।

Related Articles

Back to top button
WP Twitter Auto Publish Powered By : XYZScripts.com