ଜାତୀୟ

ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୮୫ ହଜାର କୋଟି ଟଙ୍କାର ରେଳ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ ଓ ଲୋକାର୍ପଣ କରିବେ

ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୮୫ ହଜାର କୋଟି ଟଙ୍କାର ରେଳ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ ଓ ଲୋକାର୍ପଣ କରିବେ। ଏହିକ୍ରମରେ ପ୍ରଧାନମନ୍ତ୍ରୀ ୧୦ଟି ନୂଆ ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିବେ। ସେଥିମଧ୍ୟରୁ ଗୋଟିଏ ବନ୍ଦେ ଭାରତ ଏକ୍ସପ୍ରେସ ଓଡ଼ିଶାରେ ଚାଲିବ।

ଏହା ହେବ ଓଡ଼ିଶାର ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସ। ଓଡ଼ିଶାକୁ ମିଳିଥିବା ଏହି ନୂଆ ବନ୍ଦେ ଭାରତ ଏକ୍ସପ୍ରେସ ବିଶାଖାପଟନମ୍ ପର୍ଯ୍ୟନ୍ତ ଚାଲିବ।

Related Articles

Back to top button
WP Twitter Auto Publish Powered By : XYZScripts.com