ଓଡ଼ିଶା

ପାଣିପାଗ ବିଭାଗ ସୂଚନା ଅନୁସାରେ ଉପକୂଳ ଅପେକ୍ଷା ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ଅସମ୍ଭାଳ ହେବ

ପାଣିପାଗ ବିଭାଗ ସୂଚନା ଅନୁସାରେ ଉପକୂଳ ଅପେକ୍ଷା ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ଅସମ୍ଭାଳ ହେବ। ମେଘମୁକ୍ତ ଆକାଶ ସହ ବାୟୁମଣ୍ଡଳରେ ଶୁଷ୍କତା ବୃଦ୍ଧି ପାଇଁ ତାତି ବଢିଛି। ଆଗକୁ ସ୍ବାଭାବିକ ଠାରୁ ୪ ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହେବ।

ଅନ୍ୟପଟେ ଆସନ୍ତା ୧୪ ତାରିଖରୁ ପରବର୍ତ୍ତୀ ୪ ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା ଆଶଙ୍କା ରହିଛି। ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକ ଆଦିରେ ବିଜୁଳି ଘଡ଼ଘଡ଼ି ସହ ସ୍ୱଳ୍ପ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି।

Related Articles

Back to top button
WP Twitter Auto Publish Powered By : XYZScripts.com