ଓଡ଼ିଶା

୩ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ରୀୟ ନିର୍ବାଚନ କମିସନ

୩ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ରୀୟ ନିର୍ବାଚନ କମିସନ। ଆସନ୍ତା ୧୫ ତାରିଖରୁ ୧୭ ତାରିଖ ପର୍ଯ୍ୟନ୍ତ ଓଡିଶାରେ ରହିବାର କାର୍ଯ୍ୟକ୍ରମ ରହିଛି । କମିସନ ସହ ତାଙ୍କ ଅଧିକାରୀ ମଧ୍ୟ ଓଡିଶା ଆସିବେ ।

ଓଡିଶାରେ ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରିବେ। EVM ସ୍ଥିତି, ବୁଥ୍ ସ୍ତରରେ ପ୍ରସ୍ତୁତି ଆଦିର ସମୀକ୍ଷା କରିବେ। ମୁଖ୍ୟ ଶାସନ ସଚିବ, ପୁଲିସ ଡିଜି, ମୁଖ୍ୟ ନିର୍ବାଚନ ଅଧିକାରୀ, ଗୃହ ସଚିବ, ଉନ୍ନୟନ କମିସନ ଓ ସବୁ ଜିଲ୍ଲାପାଳ ଏବଂ ଏସ୍‌ପିଙ୍କ ସହ ଆଲୋଚନା କରିବେ।

Related Articles

Back to top button
WP Twitter Auto Publish Powered By : XYZScripts.com