ଓଡ଼ିଶା

ରାଜ୍ୟରେ କମୁଛି ଶିଶୁ ମୃତ୍ୟୁହାର

ରାଜ୍ୟରେ କମୁଛି ଶିଶୁ ମୃତ୍ୟୁହାର । ଏସଆରଏସ୍ ରିପୋର୍ଟରୁ ଓଡ଼ିଶାର ସ୍ୱାସ୍ଥ୍ୟ କ୍ଷେତ୍ରରେ ଏହି ସଫଳତା ପ୍ରକାଶ ପାଇଛି । ୨୦୦୮ ତୁଳନାରେ ୫୦ ପ୍ରତିଶତ କମିଛି ଶିଶୁ ମୃତ୍ୟୁହାର ।

ଆଗକୁ ଏହି ସଂଖ୍ୟା ଆହୁରି କମିବା ନେଇ ଆଶା କରାଯାଉଛି । ଉଭୟ ଗର୍ଭବତୀ ମା ଓ ଶିଶୁର ସୁରକ୍ଷା ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ଯୋଗୁ ଏହା ସମ୍ଭବ ହୋଇପାରିଛି । ଏଥିରେ ଟିକାକରଣ ଏକ ବଡ଼ ଭୂମିକା ଗ୍ରହଣ କରିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com