ଓଡ଼ିଶା

ବୁଧବାର ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ

ବୁଧବାର ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ଵିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ଟାରୁ ରାତ୍ର ୯ ଟା ପର୍ଯ୍ୟନ୍ତ ୩ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com