ଜାତୀୟ

ଦେଶରେ ଲାଗୁ ହୋଇଛି ନାଗରିକତ୍ୱ ସଂଶୋଧ ଆଇନ (CAA)

ଦେଶରେ ଲାଗୁ ହୋଇଛି ନାଗରିକତ୍ୱ ସଂଶୋଧ ଆଇନ (CAA)। ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି (CAA)କୁ କାର୍ଯ୍ୟକାରୀ କରିବାକୁ ଘୋଷଣା କରିଛନ୍ତି। କିନ୍ତୁ ଏହାକୁ ନେଇ ଦେଶସାରା ବିବାଦ ଦେଖାଦେଇଛି।

ଆଉ ଏହାରି ଭିତରେ ତାମିଲନାଡୁରେ ସିଏଏ ଲାଗୁ ହେବ ନାହିଁ ବୋଲି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ ଘୋଷଣା କରିଛନ୍ତି। ସେ ସିଏଏ କୁ ବିଭାଜନକାରୀ ଏବଂ ଅଦରକାରୀ ବୋଲି କହି ପ୍ରତ୍ୟାଖ୍ୟାନ କରିଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com