ଓଡ଼ିଶାଶିକ୍ଷା

ସ୍ୱାଭିମାନ ଅଞ୍ଚଳରେ ସୃଷ୍ଟି ହୋଇଛି ଶିକ୍ଷାର ନୂତନ ଆଲୋକବର୍ତ୍ତିକା

ସ୍ୱାଭିମାନ ଅଞ୍ଚଳରେ ସୃଷ୍ଟି ହୋଇଛି ଶିକ୍ଷାର ନୂତନ ଆଲୋକବର୍ତ୍ତିକା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ମାଧ୍ୟମରେ ମାଲକାନଗିରି ଜିଲ୍ଲା ସ୍ୱାଭିମାନ ଅଞ୍ଚଳର ବଡପଡାଠାରେ ଏକ ଅତ୍ୟାଧୁନିକ ଶିକ୍ଷା ସୌଧ ଉଦ୍‌ଘାଟନ କରିଛନ୍ତି।

୭ ଏକର ଜମିରେ ସ୍ଥାପନ କରାଯାଇଥିବା ଏହି ଆଧୁନିକ ଶିକ୍ଷା ସୌଧ ପାଇଁ ୧୯ କୋଟି ଟଙ୍କା ଖର୍ଚ୍ଚ ହୋଇଛି । ଏଥିରେ ୧,୦୦୦ ରୁ ଅଧିକ ପିଲା ପାଠ ପଢିବେ।

Related Articles

Back to top button
WP Twitter Auto Publish Powered By : XYZScripts.com