ଅନ୍ତର୍ଜାତୀୟ

ସାଧାରଣ ଏକ ବିଲେଇ ପାଇଁ ଜାପାନ ପରି ସହରରେ ସତର୍କ ଘଣ୍ଟି ବାଜିବା ନିଶ୍ଚିତ ଆଶ୍ଚର୍ଯ୍ୟଜନକ ଘଟଣା

ସାଧାରଣ ଏକ ବିଲେଇ ପାଇଁ ଜାପାନ ପରି ସହରରେ ସତର୍କ ଘଣ୍ଟି ବାଜିବା ନିଶ୍ଚିତ ଆଶ୍ଚର୍ଯ୍ୟଜନକ ଘଟଣା। ହିରୋସିମା ପ୍ରିଫେକ୍ଟରର ଫୁକୁୟାମା କର୍ତ୍ତୃପକ୍ଷ କହିଛନ୍ତି, ଏକ ବିଲେଇ ପାଇଁ ସେମାନେ ସହରରେ ପାଟ୍ରୋଲିଂ ବଢ଼ାଇ ଦେଇଛନ୍ତି।

ରବିବାର ଏକ ପ୍ଲାଣ୍ଟ୍‌ କାରଖାନା ଛାଡ଼ିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିବା ବେଳେ ବିଲେଇ ନିକଟକୁ ନ ଆସିବାକୁ ଚେତାବନୀ ଦେଇଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com