ଓଡ଼ିଶା

ଆଜି ଠାରୁ ରାଜ୍ୟରେ ପ୍ରଚଣ୍ଡ ବଜ୍ରପାତ

ଆଜି ଠାରୁ ରାଜ୍ୟରେ ପ୍ରଚଣ୍ଡ ବଜ୍ରପାତ । ଗାଙ୍ଗେଟି ଓ୍ବେଷ୍ଟବେଙ୍ଗଲ ଠାରୁ ଓଡ଼ିଶା ମଧ୍ୟ ଦେଇ ଉତ୍ତର ଆନ୍ଧ୍ର ଉପକୂଳ ମଧ୍ୟରେ ସୃଷ୍ଟି ହୋଇଥିବା ଟ୍ରପଲାଇନ ପ୍ରଭାବରେ ରାଜ୍ୟରେ ପାଗ ମେଘୁ୍ଆ ରହିବା ସହ କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି ।

ଶୁକ୍ରବାର ଠାରୁ ପାଗ ଆହୁରି ବଦଳିବା ସହ ରାଜ୍ୟର ଅଧିକାଂଶ ଜିଲ୍ଲାରେ ହାଲୁକା ବର୍ଷା ହେବ । ପଶ୍ଚିମା ଝଡ ପ୍ରଭାବରେ ପ୍ରଚଣ୍ଡ ବିଜୁଳି ଘଡଘଡି ସହ ବର୍ଷା ନେଇ ୪ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com