ଜାତୀୟ
ଆସନ୍ତା ୩୦ ତାରିଖରେ କେନ୍ଦ୍ର ସରକାର ଭାରତ ରତ୍ନ ପୁରସ୍କାର ପ୍ରଦାନ କରିବେ
ଆସନ୍ତା ୩୦ ତାରିଖରେ କେନ୍ଦ୍ର ସରକାର ଭାରତ ରତ୍ନ ପୁରସ୍କାର ପ୍ରଦାନ କରିବେ । ଦେଶର ୫ ଜଣ ବିଶିଷ୍ଟ ବ୍ୟକ୍ତିବିଶେଷଙ୍କୁ କେନ୍ଦ୍ର ସରକାର ସମ୍ମାନିତ କରିବେ ।
ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଚୌଧରୀ ଚରଣ ସିଂହ, ପୂର୍ବତନ ପ୍ରଧାନମନ୍ତ୍ରୀ ନରସିମହା ରାଓ, କୃଷି ବୈଜ୍ଞାନିକ ଏମ.ଏସ ସ୍ୱାମୀନାଥନ, ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ କର୍ପୂରୀ ଠାକୁର ଓ ବିଜେପିର ବରିଷ୍ଠ ନେତା ଲାଲ କୃଷ୍ଣ ଆଡ଼ଭାନୀଙ୍କୁ ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ପ୍ରଦାନ ନେଇ କେନ୍ଦ୍ର ସରକାର ନିକଟରେ ଘୋଷଣା କରିଥିଲେ ।