ଜାତୀୟ

ଆସନ୍ତା ୩୦ ତାରିଖରେ କେନ୍ଦ୍ର ସରକାର ଭାରତ ରତ୍ନ ପୁରସ୍କାର ପ୍ରଦାନ କରିବେ

ଆସନ୍ତା ୩୦ ତାରିଖରେ କେନ୍ଦ୍ର ସରକାର ଭାରତ ରତ୍ନ ପୁରସ୍କାର ପ୍ରଦାନ କରିବେ । ଦେଶର ୫ ଜଣ ବିଶିଷ୍ଟ ବ୍ୟକ୍ତିବିଶେଷଙ୍କୁ କେନ୍ଦ୍ର ସରକାର ସମ୍ମାନିତ କରିବେ ।

ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଚୌଧରୀ ଚରଣ ସିଂହ, ପୂର୍ବତନ ପ୍ରଧାନମନ୍ତ୍ରୀ ନରସିମହା ରାଓ, କୃଷି ବୈଜ୍ଞାନିକ ଏମ.ଏସ ସ୍ୱାମୀନାଥନ, ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ କର୍ପୂରୀ ଠାକୁର ଓ ବିଜେପିର ବରିଷ୍ଠ ନେତା ଲାଲ କୃଷ୍ଣ ଆଡ଼ଭାନୀଙ୍କୁ ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ପ୍ରଦାନ ନେଇ କେନ୍ଦ୍ର ସରକାର ନିକଟରେ ଘୋଷଣା କରିଥିଲେ ।

Related Articles

Back to top button
WP Twitter Auto Publish Powered By : XYZScripts.com