ଓଡ଼ିଶା

ଭାଜପା-ବିଜେଡି ମେଣ୍ଟ ଚର୍ଚ୍ଚା ମଧ୍ୟରେ କଂଗ୍ରେସ ପ୍ରତିକ୍ରିୟା ଦେଇଛି

ଭାଜପା-ବିଜେଡି ମେଣ୍ଟ ଚର୍ଚ୍ଚା ମଧ୍ୟରେ କଂଗ୍ରେସ ପ୍ରତିକ୍ରିୟା ଦେଇଛି। ରାଜ୍ୟ ପ୍ରଭାରୀ ଅଜୟ କୁମାର କହିଛନ୍ତି, ଭାଜପା-ବିଜେଡି କେବେଠାରୁ ମେଣ୍ଟ କରିସାରିଛନ୍ତି। ଯଦି ମେଣ୍ଟକୁ ନେଇ ଘୋଷଣା ନ ହୁଏ, ତେବେ ଉଭୟ ଦଳ ଅଘୋଷିତ ମେଣ୍ଟ ନେଇ ନିର୍ବାଚନ ଲଢ଼ିବେ।

ଅଘୋଷିତ ମେଣ୍ଟ ହେଲେ ଉଭୟ ଦଳ ପରସ୍ପରକୁ ଭିତିରିଆ ସହଯୋଗ କରିବେ। ମେଣ୍ଟର ପ୍ରଥମ ପ୍ଲାନ କାମ ନକଲେ ଦ୍ୱିତୀୟ ପ୍ଲାନରେ ଉଭୟ ଦଳ ଲଢ଼ିବେ।

Related Articles

Back to top button
WP Twitter Auto Publish Powered By : XYZScripts.com