ଓଡ଼ିଶା

ନବୀନ ନିବାସରେ ସରିଲା ବିଜେଡିର ଗରୁତ୍ୱପୂର୍ଣ୍ଣ ବୈଠକ

ନବୀନ ନିବାସରେ ସରିଲା ବିଜେଡିର ଗରୁତ୍ୱପୂର୍ଣ୍ଣ ବୈଠକ। ବୈଠକ ପରେ ଗଣମାଧ୍ୟମ ସାମ୍ନାରେ ଉପସଭାପତି ଦେବୀ ମିଶ୍ର ପ୍ରତିକ୍ରିୟା ରଖିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହ ବରିଷ୍ଠ ନେତା ଏବଂ ବିଭିନ୍ନ ଜିଲାର ପର୍ଯ୍ୟବେକ୍ଷକଙ୍କ ଆଲୋଚନା ହୋଇଛି।

ପର୍ଯ୍ୟବେକ୍ଷକମାନେ ସେମାନଙ୍କର ରିପୋର୍ଟ ଦେଇଛନ୍ତି। ଏଥିସହ ନିର୍ବାଚନ ପ୍ରସ୍ତୁତି, ରଣକୈଶଳ ନେଇ ଆଲୋଚନା ହୋଇଛି। ବୈଠକରେ ପର୍ଯ୍ୟବେକ୍ଷକଙ୍କ ସହ ୨୮ ନେତା ଉପସ୍ଥିତ ଥିଲେ। ହେଲେ ମେଣ୍ଟ ପ୍ରସଙ୍ଗରେ କିଛି ନ କହି ସେଠାରୁ ଚାଲିଯାଇଥିଲେ।

Related Articles

Back to top button
WP Twitter Auto Publish Powered By : XYZScripts.com