ଜାତୀୟ

ନେସନାଲ ପେମେଣ୍ଟ କର୍ପୋରେସନ ଅଫ ଇଣ୍ଡିଆ ପେଟିଏମର ପ୍ୟାରେଣ୍ଟ କମ୍ପାନୀ One97 କମ୍ୟୁନିକେସନ ଲିମିଟେଡକୁ ମଲ୍ଟି ବ୍ୟାଙ୍କ ମଡେଲ ଜରିଆରେ ୟୁପିଆଇରେ ଥାର୍ଡ ପାର୍ଟୀ ଆପ୍ଲିକେସନ ପ୍ରୋଭାଇଡର ଭାବେ ଭାଗ ନେବା ଲାଗି ଅନୁମତି ଦେଇଛି

ନେସନାଲ ପେମେଣ୍ଟ କର୍ପୋରେସନ ଅଫ ଇଣ୍ଡିଆ ପେଟିଏମର ପ୍ୟାରେଣ୍ଟ କମ୍ପାନୀ One97 କମ୍ୟୁନିକେସନ ଲିମିଟେଡକୁ ମଲ୍ଟି ବ୍ୟାଙ୍କ ମଡେଲ ଜରିଆରେ ୟୁପିଆଇରେ ଥାର୍ଡ ପାର୍ଟୀ ଆପ୍ଲିକେସନ ପ୍ରୋଭାଇଡର ଭାବେ ଭାଗ ନେବା ଲାଗି ଅନୁମତି ଦେଇଛି ।

ଚାରୋଟି ବ୍ୟାଙ୍କ ଆକ୍ସିସ ବ୍ୟାଙ୍କ, ଏଚଡିଏଫସି ବ୍ୟାଙ୍କ, ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ଏବଂ ୟେସ ବ୍ୟାଙ୍କକୁ One97 କମ୍ୟୁନିକେସନ ଲିମିଟେଡର ପେମେଣ୍ଟ ସର୍ଭିସ ପ୍ରୋଭାଇଡର ଭାବେ କାର୍ଯ୍ୟ କରିବାକୁ ଅନୁମତି ଦିଆଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com