ଜାତୀୟ

ଅନ୍ତର୍ଜାତୀୟ ଖବରକାଗଜ ସଂସ୍ଥା ଫୋର୍ବସ ପକ୍ଷରୁ ଦେଶର ୨୩ଜଣ ଶକ୍ତିଶାଳୀ ମହିଳାଙ୍କୁ ଚୟନ କରାଯାଇଛି

ଅନ୍ତର୍ଜାତୀୟ ଖବରକାଗଜ ସଂସ୍ଥା ଫୋର୍ବସ ପକ୍ଷରୁ ଦେଶର ୨୩ଜଣ ଶକ୍ତିଶାଳୀ ମହିଳାଙ୍କୁ ଚୟନ କରାଯାଇଛି। ଏହି ତାଲିକାରେ ବିଶ୍ବ ବ୍ୟାଙ୍କ ଏମ୍‌ଡି ଓ ସିଏଫ୍‌ଓ ଅନଶୂଳା କାନ୍ତ, କ୍ରିକେଟର୍‌ ଦୀପ୍ତି ଶର୍ମା, ହିନ୍ଦୀ ସିନେମା ଜଗତର ଚର୍ଚ୍ଚିତ ଚେହେରା କ୍ରୀତି ସାନୋନ ଓ ଚେସ୍‌ ଗ୍ରାଣ୍ଡମାଷ୍ଟର୍‌ ଆର୍. ବୈଶାଳୀଙ୍କ ଭଳି ୨୩ଜଣ ଶକ୍ତିଶାଳୀ ମହିଳା ସ୍ଥାନ ପାଇଥିବା ବେଳେ ଓଡ଼ିଶାରୁ ଏକମାତ୍ର ମହିଳା ଭାବେ ମାଲକାନଗିରି ଜିଲ୍ଲାର ଆଦିବାସୀ ଝିଅ ଜୟନ୍ତୀ ବୁରୁଦା ଏହି ତାଲିକାରେ ସାମିଲ ହୋଇଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com