ଓଡ଼ିଶା

ବିଜୁ ଜନତା ଦଳରୁ ଇସ୍ତଫା ଦେବାର ଘଣ୍ଟାଏ ନ ପୂରୁଣୁ ଭଜାପରେ ଯୋଗ ଦେଇଛନ୍ତି ଅଭିନେତା ଅରିନ୍ଦମ ରାୟ

ବିଜୁ ଜନତା ଦଳରୁ ଇସ୍ତଫା ଦେବାର ଘଣ୍ଟାଏ ନ ପୂରୁଣୁ ଭଜାପରେ ଯୋଗ ଦେଇଛନ୍ତି ଅଭିନେତା ଅରିନ୍ଦମ ରାୟ। ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସେ ପଦ୍ମ ଧରିଛନ୍ତି।

ବିଜେଡିରେ ତାଙ୍କୁ କିମ୍ବା ତାଙ୍କ କାର୍ଯ୍ୟକୁ ଦଳରେ ମର୍ଯ୍ୟାଦା ମିଳୁନଥିବା କହି ସେ ଇସ୍ତଫା ଦେଇଥିଲେ। ଯେଉଁଥିପାଇଁ ସେ ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ସେ ତାଙ୍କର ଇସ୍ତଫା ପତ୍ର ପଠାଇ କ୍ଷୋଭ ଜଣାଇଥିଲେ।

Related Articles

Back to top button
WP Twitter Auto Publish Powered By : XYZScripts.com