ମନୋରଞ୍ଜନ

ବଲିଉଡର ମେଗା ଷ୍ଟାର ତଥା ବିଗ ବି ଅମିତାଭ ବଚ୍ଚନ ଅସୁସ୍ଥ ହୋଇ ପଡ଼ିଛନ୍ତି

ବଲିଉଡର ମେଗା ଷ୍ଟାର ତଥା ବିଗ ବି ଅମିତାଭ ବଚ୍ଚନ ଅସୁସ୍ଥ ହୋଇ ପଡ଼ିଛନ୍ତି। ହଠାତ୍‌ ସେ ଅସହଜ ଅନୁଭବ କରିବାକୁ ତାଙ୍କୁ ମୁମ୍ବାଇର କୋକିଳାବେନ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ସେଠାରେ ତାଙ୍କର ଅନେକ ପ୍ରକାରର ମେଡିକାଲ ଯାଞ୍ଚ କରାଯାଇଛି। ହେଲେ ପ୍ରକୃତରେ ଅମିତାଭ ବଚ୍ଚନଙ୍କର କ’ଣ ହୋଇଛି, ସେକଥା ଜଣାପଡ଼ି ନାହିଁ।

Related Articles

Back to top button
WP Twitter Auto Publish Powered By : XYZScripts.com