ଶିକ୍ଷା

ଖୁବଶୀଘ୍ର +୨ କଲେଜରେ ନିଯୁକ୍ତି ପାଇବେ ୧୦୬୧ ସ୍ନାତକୋତ୍ତର ଶିକ୍ଷକ

ଖୁବଶୀଘ୍ର +୨ କଲେଜରେ ନିଯୁକ୍ତି ପାଇବେ ୧୦୬୧ ସ୍ନାତକୋତ୍ତର ଶିକ୍ଷକ। ଏହି ପଦବୀ ପୂରଣ ନିମନ୍ତେ ଆବେଦନ ପତ୍ର ଆହ୍ୱାନ କରାଯାଉଛି ।

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ପରିଚାଳିତ ପୂର୍ଣ୍ଣ ଅନୁଦାନପ୍ରାପ୍ତ ୪୮୮ ବର୍ଗ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡିକ ପାଇଁ ୨୩ ଗୋଟି ବିଭିନ୍ନ ବିଷୟରେ ୧୦୬୧ ଗୋଟି ସ୍ନାତକୋତ୍ତର ଶିକ୍ଷକ ପଦବୀ ପୂରଣ ନିମନ୍ତେ ରାଜ୍ୟ ପ୍ରବରଣ ମଣ୍ଡଳୀ ମାଧ୍ୟମରେ ଆବେଦନ ପତ୍ର ଗ୍ରହଣ କରାଯାଉଅଛି ।

Related Articles

Back to top button
WP Twitter Auto Publish Powered By : XYZScripts.com