ଓଡ଼ିଶା

ବରଗଡସ୍ଥିତ ଚିନିକଳ ଜମିକୁ ଇଡକୋକୁ ହସ୍ତାନ୍ତର କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି

ବରଗଡସ୍ଥିତ ଚିନିକଳ ଜମିକୁ ଇଡକୋକୁ ହସ୍ତାନ୍ତର କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଆଗାମୀ ଦିନରେ ଇଡକୋ ଏହି ଜମିରେ ନୂତନ ଶିଳ୍ପ ପ୍ରତିଷ୍ଠା କରିବାପାଇଁ ପଦକ୍ଷେପ ନେବ।

ସୂଚନାଯୋଗ୍ୟ ଯେ ଯନ୍ତ୍ରାଂଶ ରକ୍ଷଣାବେକ୍ଷଣ ଓ ମରାମତି ତଥା ନୂତନ ମେସିନ୍‌ ପାଇଁ ପାଣ୍ଠି ଅଭାବ ଏବଂ ଅନ୍ୟାନ୍ୟ ବିଭିନ୍ନ କାରଣ ପାଇଁ ଚିନିକଳରେ କାମ ବନ୍ଦ ରହିଥିଲା ।

Related Articles

Back to top button
WP Twitter Auto Publish Powered By : XYZScripts.com