ଓଡ଼ିଶା

ରାଜ୍ୟରେ ସାଧାରଣ ନିର୍ବାଚନ ତାରିଖ ଘୋଷଣା କରିବା ପରେ ସମସ୍ତ ଜିଲ୍ଲାରେ ଆଦର୍ଶ ଆଚରଣ ବିଧି ଲାଗୁ

ରାଜ୍ୟରେ ସାଧାରଣ ନିର୍ବାଚନ ତାରିଖ ଘୋଷଣା କରିବା ପରେ ସମସ୍ତ ଜିଲ୍ଲାରେ ଆଦର୍ଶ ଆଚରଣ ବିଧି ଲାଗୁ କରିବାକୁ ରାଜ୍ୟର ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ପତ୍ର ମାଧ୍ୟମରେ ଅବଗତ କରାଇଛନ୍ତି।

ପତ୍ରରେ ଉଲ୍ଲେଖ କରାଯାଇଛି ଯେ, ନିର୍ବାଚନ ତାରିଖ ଘୋଷଣା ହେବା ମାତ୍ରେ ତୁରନ୍ତ ଆଦର୍ଶ ଆଚରଣ ବିଧି ଲାଗୁକରାଗଲା। ଏହି ବ୍ୟବସ୍ଥା ସାଧାରଣ ନିର୍ବଚନ ଏବଂ ବିଧାନସଭା ନିର୍ବାଚନ ଶେଷ ହେବା ପର୍ଯ୍ୟନ୍ତ ବଳବତ୍ତର ରହିବ।

Related Articles

Back to top button
WP Twitter Auto Publish Powered By : XYZScripts.com