ଶିକ୍ଷା

ଚଳିତ ବର୍ଷ ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ମିଳିବ ଡିଜିଟାଲ ସାର୍ଟିଫିକେଟ

ଚଳିତ ବର୍ଷ ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ମିଳିବ ଡିଜିଟାଲ ସାର୍ଟିଫିକେଟ । ପରୀକ୍ଷାର୍ଥୀମାନଙ୍କୁ ପ୍ରଥମ ଥର ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ଡିଜିଟାଇଜଡ ସାର୍ଟିଫିକେଟ ପ୍ରଦାନ କରିବ ।

ତେବେ ପରୀକ୍ଷା ଫଳାଫଳ ପ୍ରକାଶ ପାଇବାର ୭ ଦିନ ମଧ୍ୟରେ ଅନଲାଇନରେ ଏହି ସାର୍ଟିଫିକେଟ ପ୍ରଦାନ କରାଯିବ । ପରୀକ୍ଷାର୍ଥୀମାନେ ଆଡମିଟ କାର୍ଡରେ ଥିବା ରୋଲ ନମ୍ବର ସହାୟତାରେ ନିଜ ନିଜର ଡିଜିଟାଇଜଡ ମାଟ୍ରିକ ସାର୍ଟିଫିକେଟ ଓ ମାର୍କସିଟ୍ ବୋର୍ଡ ୱେବସାଇଟରୁ ଡାଉନଲୋଡ କରିପାରିବେ ।

Related Articles

Back to top button
WP Twitter Auto Publish Powered By : XYZScripts.com