ଜାତୀୟ

ଇନଫୋସିସ ପ୍ରତିଷ୍ଠାତା ଏନ.ଆର ନାରାୟଣ ମୁର୍ତ୍ତୀ ତାଙ୍କ ଚାରି ମାସର ନାତି ଏକାଗ୍ର ରୋହନ ମୁର୍ତ୍ତୀଙ୍କୁ ୨୪୦ କୋଟିରୁ ଅଧିକ ମୂଲ୍ୟର ଶେୟାର ଉପହାର ଦେଇଛନ୍ତି

ଇନଫୋସିସ ପ୍ରତିଷ୍ଠାତା ଏନ.ଆର ନାରାୟଣ ମୁର୍ତ୍ତୀ ତାଙ୍କ ଚାରି ମାସର ନାତି ଏକାଗ୍ର ରୋହନ ମୁର୍ତ୍ତୀଙ୍କୁ ୨୪୦ କୋଟିରୁ ଅଧିକ ମୂଲ୍ୟର ଶେୟାର ଉପହାର ଦେଇଛନ୍ତି।

ଏକ୍ସଚେଞ୍ଜ ଫାଇଲିଂ ଅନୁଯାୟୀ, ଏକାଗ୍ର ରୋହନ ମୁର୍ତ୍ତୀ ଭାରତର ଦ୍ୱିତୀୟ ବୃହତ୍ତମ ସୂଚନା ପ୍ରଯୁକ୍ତିବିଦ୍ୟା କମ୍ପାନୀରେ ୦.୦୪ ପ୍ରତିଶତ ଅଂଶ ରହିଛି। ନାତିଙ୍କୁ ଷେୟାର ଦାନ କରିବା ପରେ ଇନଫୋସିସରେ ନାରାୟଣ ମୁର୍ତ୍ତୀଙ୍କ ଅଂଶଧନ ୦.୪୦ ପ୍ରତିଶତରୁ ୦.୩୬ ପ୍ରତିଶତକୁ ଖସି ଆସିଛି।

Related Articles

Back to top button
WP Twitter Auto Publish Powered By : XYZScripts.com