ଓଡ଼ିଶା

ରାଜ୍ୟରେ ୩ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି

ରାଜ୍ୟରେ ୩ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି । ଘଡ଼ଘଡ଼ି ମାରିବା ସମୟରେ ସୁରକ୍ଷିତ ସ୍ଥାନରେ ରହିବାକୁ ପରାମର୍ଶ ଦିଆଯାଇଛି ।

ମଙ୍ଗଳବାର ପାଇଁ ୧୨ ଜିଲ୍ଲାକୁ ଅରେଞ୍ଜ ଏବଂ ୧୪ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଛି । ବଜ୍ରପାତ ସହିତ ୩୦ ରୁ ୪୦ କିମିରେ ପବନ ବହିବ ବୋଲି ପୂର୍ବାନୁମାନ କରାଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com