ଅନ୍ତର୍ଜାତୀୟ
ଚଳିତବର୍ଷ ଶେଷ ଭାଗରେ ବ୍ରିଟେନ ସାଧାରଣ ନିର୍ବାଚନ ହେବାକୁ ଥିବାବେଳେ ଶାସକ ଦଳ କଞ୍ଜରଭେଟିଭ୍ ପାର୍ଟିରେ ନେତୃତ୍ୱ ପରିବର୍ତ୍ତନ ପାଇଁ ଗୋଟିଏ ଗୋଷ୍ଠୀ ଦାବି ଉଠାଇଛନ୍ତି
![](https://i0.wp.com/odia.mobilenews24x7.com/wp-content/uploads/2024/03/download-14.jpeg?resize=299%2C168&ssl=1)
ଚଳିତବର୍ଷ ଶେଷ ଭାଗରେ ବ୍ରିଟେନ ସାଧାରଣ ନିର୍ବାଚନ ହେବାକୁ ଥିବାବେଳେ ଶାସକ ଦଳ କଞ୍ଜରଭେଟିଭ୍ ପାର୍ଟିରେ ନେତୃତ୍ୱ ପରିବର୍ତ୍ତନ ପାଇଁ ଗୋଟିଏ ଗୋଷ୍ଠୀ ଦାବି ଉଠାଇଛନ୍ତି।
ଫଳରେ ବ୍ରିଟିଶ ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କ ନେତୃତ୍ୱକୁ ନେଇ ଅନିଶ୍ଚିତତା ସୃଷ୍ଟି ହୋଇଛି। ଏଥିରୁ ବର୍ତ୍ତିବା ଲାଗି ସୁନକ ଉଦ୍ୟମ ଚଳାଇଥିବାବେଳେ ଜଣେ ମନ୍ତ୍ରୀ ତାଙ୍କୁ ଦୃଢ଼ ସମର୍ଥନ ଜଣାଇଛନ୍ତି।