ମନୋରଞ୍ଜନ

ଘରକୁ ଫେରୁଥିବା ବେଳେ ଦୁର୍ଘଟଣାର ଶିକାର ହୋଇଥିଲେ ତାମିଲ-ମଲୟାଲମ ଅଭିନେତ୍ରୀ ଅରୁନ୍ଧତୀ ନାୟର

ଘରକୁ ଫେରୁଥିବା ବେଳେ ଦୁର୍ଘଟଣାର ଶିକାର ହୋଇଥିଲେ ତାମିଲ-ମଲୟାଲମ ଅଭିନେତ୍ରୀ ଅରୁନ୍ଧତୀ ନାୟର। ଦୁର୍ଘଟଣା ପରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ଏବେ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଛି।

ଏବେ ‌ସେ ମୃତ୍ୟୁ ସହ ସଂଗ୍ରାମ କରୁଥିବା ଜଣାଇ ତାଙ୍କ ପାଇଁ ଆର୍ଥିକ ସହାୟତା ଯୋଗାଇବାକୁ ଅନୁରୋଧ କରିଛନ୍ତି ଅରୁନ୍ଧତୀଙ୍କ ବନ୍ଧୁ ତଥା ଅଭିନେତ୍ରୀ ରେମ୍ୟା ‌ଜୋସେଫ।

Related Articles

Back to top button