ଓଡ଼ିଶା

ବିଜୟ ଅମୃତ କୁଲାଙ୍ଗେଙ୍କୁ ଓମ୍‌ଫେଡ ପରିଚାଳନା ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର

୨୦୧୩ ବ୍ୟାଚ୍‌ ଆଇଏଏସ୍‌ ଅଫିସର ତଥା ପୂର୍ବତନ ଭୁବନେଶ୍ୱର ମହାନଗର ନିଗମ କମିଶନର ବିଜୟ ଅମୃତ କୁଲାଙ୍ଗେଙ୍କୁ ଓମ୍‌ଫେଡ ପରିଚାଳନା ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର।

ରାଜ୍ୟ ସରକାରଙ୍କ ବିନା ଅନୁମତିରେ ମେୟର ଓ କର୍ପୋରେଟରଙ୍କ ଭତ୍ତା ବୃଦ୍ଧି ନେଇ ଘୋଷଣା କରିଥିଲେ। ଏହା ପରେ ସରକାର ତାଙ୍କୁ କଡ଼ା ତାଗିଦ୍‌ ମଧ୍ୟ କରିଥିଲେ। ଏହା ପରେ କମିଶନର ବିଜୟ ଅମୃତ କୁଲାଙ୍ଗେ ୧ ମାସ ଛୁଟି ଆବେଦନ କରିଥିଲେ ।

Related Articles

Back to top button
WP Twitter Auto Publish Powered By : XYZScripts.com