ଓଡ଼ିଶା

କାଳବୈଶାଖୀ ପ୍ରଭାବରେ ରାଜଧାନୀ ସମେତ ଓଡ଼ିଶାରେ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଥିଲା

କାଳବୈଶାଖୀ ପ୍ରଭାବରେ ରାଜଧାନୀ ସମେତ ଓଡ଼ିଶାରେ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଥିଲା। ଝଡ଼ ତୋଫାନ ସହ କୁଆ ପଥର ମାଡ଼ ହୋଇଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଗୁରୁବାର ଠାରୁ ରାଜ୍ୟରେ ପାଗ ଫିଟିବ।

ତେବେ ବିଶେଷକରି ୨୧ ରୁ ୨୪ ତାରିଖ ମଧ୍ୟରେ ଭୀଷଣ ଖରା ହେବ । ଏହି ସମୟରେ ୮ ରୁ ୧୦ ଡିଗ୍ରୀ ତାପମାତ୍ରା ବଢିବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

Related Articles

Back to top button