ଓଡ଼ିଶା

ନିର୍ବାଚନ ପୂର୍ବରୁ ଓଡ଼ିଶାର ଜଣେ ଜିଲ୍ଲାପାଳ ଓ ୨ ଜଣ ଏସପିଙ୍କୁ ବଦଳି କରିବାକୁ ଭାରତର ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି

ନିର୍ବାଚନ ପୂର୍ବରୁ ଓଡ଼ିଶାର ଜଣେ ଜିଲ୍ଲାପାଳ ଓ ୨ ଜଣ ଏସପିଙ୍କୁ ବଦଳି କରିବାକୁ ଭାରତର ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି।

ଢେଙ୍କାନାଳ ଜିଲ୍ଲାପାଳ, କଟକ ଗ୍ରାମାଞ୍ଚଳ ଏସପି ଓ ଦେବଗଡ଼ ଏସପିଙ୍କୁ ବଦଳି କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଓଡ଼ିଶା ସମେତ ଗୁଜରାଟ, ପଞ୍ଜାବ ଏବଂ ପଶ୍ଚିମବଙ୍ଗରେ ଅଣକ୍ୟାଡର ଏସପି ଓ ଜିଲ୍ଲାପାଳଙ୍କୁ ବଦଳି କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com