ଜାତୀୟରାଜନୀତି

କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଲେ କଂଗ୍ରେସ ନେତା ରାହୁଲ ଗାନ୍ଧୀ

କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଲେ କଂଗ୍ରେସ ନେତା ରାହୁଲ ଗାନ୍ଧୀ । କଂଗ୍ରେସର ଆକାଉଣ୍ଟ ଫ୍ରିଜ୍ ହେବା ଘଟଣାରେ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି ରାହୁଲ ।

ସେ କହିଛନ୍ତି, ବିଶ୍ୱର ସବୁଠୁ ବଡ ଗଣତନ୍ତ୍ର ଏକ ମିଛ କଥା । ଭାରତର ସବୁଠୁ ବଡ ପାର୍ଟିର ଆକାଉଣ୍ଟକୁ ଫ୍ରିଜ୍ କରିଦିଆଯାଇଛି । ଆଜି କଂଗ୍ରେସ ପାଖରେ ୨ ଟଙ୍କା ବି ନାହିଁ, ନେତାମାନଙ୍କର ସାହାଯ୍ୟ କରିବାକୁ । ଏମିତି କି ଟିକେଟ୍ କିଣିବାକୁ ମଧ୍ୟ ଦଳ ପାଖରେ ଟଙ୍କା ନାହିଁ ବୋଲି ରାହୁଲ କହିଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com