
ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହେଲେ ଦାମୋଦର ରାଉତ । ଦାମୋଦର ରାଉତ ଗୁରୁତର ଥିବା ନେଇ ସୂଚନା ଦେଇଛନ୍ତି ପୁଅ ସମ୍ବିତ ରାଉତ ।
ଗୁରୁତର ଅବସ୍ଥାରେ ଭୁବନେଶ୍ଵରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ଦାମ । ଅବସ୍ଥା ବର୍ତ୍ତମାନ ସଙ୍କଟାପନ୍ନ ଥିବା ନେଇ ସୂଚନା ମିଳିଛି । ଗତ ୧୮ତାରିଖରେ ତାଙ୍କୁ ହୃଦଘାତ ହୋଇଥିବା ନେଇ ସୂଚନା ଦେଇଛନ୍ତି ପୁଅ ସମ୍ବିତ ।