ଓଡ଼ିଶାସ୍ୱାସ୍ଥ୍ୟ

ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହେଲେ ଦାମୋଦର ରାଉତ

ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହେଲେ ଦାମୋଦର ରାଉତ । ଦାମୋଦର ରାଉତ ଗୁରୁତର ଥିବା ନେଇ ସୂଚନା ଦେଇଛନ୍ତି ପୁଅ ସମ୍ବିତ ରାଉତ ।

ଗୁରୁତର ଅବସ୍ଥାରେ ଭୁବନେଶ୍ଵରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ଦାମ । ଅବସ୍ଥା ବର୍ତ୍ତମାନ ସଙ୍କଟାପନ୍ନ ଥିବା ନେଇ ସୂଚନା ମିଳିଛି । ଗତ ୧୮ତାରିଖରେ ତାଙ୍କୁ ହୃଦଘାତ ହୋଇଥିବା ନେଇ ସୂଚନା ଦେଇଛନ୍ତି ପୁଅ ସମ୍ବିତ ।

Related Articles

Back to top button
WP Twitter Auto Publish Powered By : XYZScripts.com