ଜାତୀୟ

ବିଭ୍ରାନ୍ତିକର ବିଜ୍ଞାପନ ମାମଲାରେ କ୍ଷମା ମାଗିଛି ପତଞ୍ଜଳି ଆୟୁର୍ବେଦ

ବିଭ୍ରାନ୍ତିକର ବିଜ୍ଞାପନ ମାମଲାରେ କ୍ଷମା ମାଗିଛି ପତଞ୍ଜଳି ଆୟୁର୍ବେଦ। ସୁପ୍ରିମକୋର୍ଟଙ୍କ ନୋଟିସ୍ ପରେ କ୍ଷମା ପ୍ରାର୍ଥନା କରିଛି ପତଞ୍ଜଳି। ଏକ ସଂକ୍ଷିପ୍ତ ସତ୍ୟପାଠ ଦାଖଲ କରି ପତଞ୍ଜଳି ଆୟୁର୍ବେଦର ପରିଚାଳନା ନିର୍ଦ୍ଦେଶକ ଆଚାର୍ଯ୍ୟ ବାଲକ୍ରିଷ୍ଣା ମାନ୍ୟବର ସୁପ୍ରିମକୋର୍ଟଙ୍କୁ କ୍ଷମା ମାଗିଛନ୍ତି।

କମ୍ପାନୀ ବିଭ୍ରାନ୍ତିକର ବିଜ୍ଞାପନ ଦେଉଥିବା ନେଇ ଗତକାଲି ସୁପ୍ରିମକୋର୍ଟ ପତଞ୍ଜଳିକୁ ନୋଟିସ୍ ପଠାଇଥିଲେ।

Related Articles

Back to top button